1% OFF

ରସଗୋଲା(Rasogolla)


Available in - 500GM

MRP : 120.00 Rs.

Sale Price: 118.80 Rs.

Quick Overview

Availability: In Stock

ରସଗୋଲା ଛେନା ଓ ଚିନିରୁ ତିଆରି ଏକ ସିରାଯୁକ୍ତ ମିଠା ଓ ଏହା ଭାରତୀୟ ଉପମହାଦେଶ ଓ ଦକ୍ଷିଣ ଏସୀୟ ବଂଶୋଦ୍ଭବମାନେ ବାସ କରୁଥିବା ସ୍ଥାନଗୁଡ଼ିକରେ ଜଣାଶୁଣା ।ଏହା ପେଣ୍ଡୁ ଆକାରରେ ହୋଇଥାଏ ଏବଂ ଛେନା ଓ ସୁଜିରୁ ତିଆରି ହୋଇ ଚିନି ସିରାରେ ଛଣାଯାଇଥାଏ । ସିରାରେ ରସଗୋଲା ସମ୍ପୂର୍ଣ୍ଣ ଭରିଯିବାଯାଏ ଏହାକୁ ଛଣାଯାଇଥାଏ । ଏହା ପୂର୍ବ ଭାରତରେ ଜନ୍ମଲାଭ କରିଥିଲା ଓ ଏବେର ଓଡ଼ିଶା ଓ ପଶ୍ଚିମବଙ୍ଗ ଏହାର ଜନ୍ମସ୍ଥାନ ବୋଲି ଅନେକ ଦାବୀ କରିଛନ୍ତି । ୨୦୧୬ ମସିହାରେ ଓଡ଼ିଶା ସରକାରଙ୍କଦ୍ୱାରା ସ୍ଥାପିତ ଏକ କମିଟି ରସଗୋଲାର ମୂଳ ଓଡ଼ିଶା ବୋଲି ପ୍ରମାଣ କରିଥିଲା ।

Suggestions
Efforts saving & Quick Delivery

Grocery store by having an online presence with user-friendly

Order Tracking with status

We provide 100% assurance. If you have any issue, your money is immediately refunded. Sit back and enjoy your shopping

User-friendly & eye-catchy Mobile delivery app

You can also talk to us on +918457837905 to resolve your query.